ଓଡିଶା
ଆଗାମୀ ୭ ଦିନ ବର୍ଷା ସମ୍ଭାବନା

ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ।ଅଧିକାଂଶ ସ୍ଥାନରେ ବର୍ଷା ହେବ, ଝଟ୍କା ପବନ ବହିବ। ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ।‘ଓଡ଼ିଶାକୁ ମୌସୁମୀ ଆସିବାକୁ ଟିକେ ସମୟ ଲାଗିବ’। ‘ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ’ ।‘୨୭ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି’। ‘ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ’ ।‘ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ, ଅପପ୍ରଚାର କରାଯାଉଛି’ । ‘IMD ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ’ ।