ଦେଶ ବିଦେଶ

ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପ୍ରସଙ୍ଗ : ଅପରାହ୍ନରେ ବସିବ ବୈଠକ

ସଂଚାର ବ୍ୟୁରୋ: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପ୍ରସଙ୍ଗ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆଇନମନ୍ତ୍ରୀଙ୍କ ଚିଠି ପରେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ। ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ପ୍ରଶାସନ ସହ ମହାରଣା, ଦେଉଳକରଣ, ପାଟଯୋଶୀ ମହାପାତ୍ର, ତଢଉକରଣ ଓ ତିନି ବାଡର ବାଡଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ନବକଳେବର ସମୟରେ ବଳକା ଥିବା ଦାରୁ କାଠ ସମ୍ପର୍କରେ ହେବ ଆଲୋଚନା।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button