ଓଡିଶା

ପ୍ରତ୍ୟେକ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି

ପ୍ରତ୍ୟେକ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି । ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ,ଆବଶ୍ୟକସ୍ଥଳେ ତୁରନ୍ତ ଲୋକଙ୍କୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତ ରୁହ । ଯୁଦ୍ଧ ସ୍ଥିତିକୁ ନଜଜରେ ରଖି ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସିଭିଲ୍‌ ଡିଫେନ୍ସ ଅନୁସାରେ ଜରୁରୀ କ୍ଷମତା ପ୍ରୟୋଗ ପାଇଁ ନିର୍ଦ୍ଦେଶ ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button