ଦେଶ ବିଦେଶ

ସବୁ ସେନାଧିକାରୀଙ୍କ ଛୁଟି ବାତିଲ

କେନ୍ଦ୍ର ସରକାରଙ୍କ ସମୀକ୍ଷା ବୈଠକ ପରେ ଆସିଲା ବଡ ନିର୍ଦ୍ଦେଶନାମା । ସବୁ ସେନାଧିକାରୀଙ୍କ ଛୁଟି ବାତିଲ । ଯେକୌଣସି କାରଣରୁ ଛୁଟିରେ ଥିଲେ ବି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଲେ ସରକାର । ସେନାକୁ ସହଯୋଗ କରିବାକୁ ଟେରିଟୋରିଆଲ ଆର୍ମିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ । ଏହାସହ ସେନାମୁଖ୍ୟଙ୍କୁ ମିଳିଲା ପୂର୍ଣ୍ଣ କ୍ଷମତା ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button