ଦେଶ ବିଦେଶ

ପୁଣି ସୁନା ଦର ଉପରମୁହାଁ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶିଳ୍ପ ନୀତି ପାଇଁ ଗତ କିଛି ଦିନ ଧରି ସେୟାର ବଜାରରେ ବଡ଼ ହଲଚଲ ଦେଖିବାକୁ ମିଳିଛି  । ଆଉ ଏହାର ପ୍ରଭାବ ସୁନା, ରୁପା ଦର ଉପରେ ପଡୁଛି  । ଗତ କିଛି ଦିନ ସୁନା, ରୁପା ଦର ସାମାନ୍ୟ ଖସିଥିବାବେଳେ ଏବେ ପୁଣିଥରେ ଉପରମୁହାଁ ହୋଇଛି ସୁନା ମୂଲ୍ୟ ।  ଆଜି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୯୫ ହଜାର ପାର କରିଛି ।

Sajaga News

Related Articles

Leave a Reply

Your email address will not be published. Required fields are marked *

Back to top button